ନୂଆଦିଲ୍ଲୀ:ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ। ସି.ପି ରାଧାକ୍ରିଷ୍ଣନ ହେଲେ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ । ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ମହାରାଷ୍ଟ୍ର ରାଜ୍ୟପାଳ ଅଛନ୍ତି ସି.ପି ରାଧାକ୍ରିଷ୍ଣନ। ତାମିଲନାଡୁର ପୂର୍ବତନ ବିଜେପି ସଭାପତି ଭାବେ କାର୍ଯ୍ୟ କରିଥିଲେ ।