-ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର-ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ-ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ହୋଇଥିଲେ ଭର୍ତ୍ତି-ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ