
- ରାଜ୍ୟସଭା ନିର୍ବାଚନରେ କାଏମ ରହିଲା ୫ ଜଣଙ୍କ ପ୍ରାର୍ଥିପତ୍ର
- ଯାଞ୍ଚ ପରେ କାଏମ ରହିଲା ୫ ଜଣଙ୍କ ପ୍ରାର୍ଥିପତ୍ର
- ୬ ଜଣ ନାମାଙ୍କନ କରିଥିବା ବେଳେ ଜଣଙ୍କ ପ୍ରାର୍ଥିପତ୍ର ନାକଚ
- ବିଜେଡିର ସଂତୃପ୍ତ ମିଶ୍ର , କମନ କ୍ୟାଣ୍ଡିଡେଟ୍ ଦତ୍ତେଶ୍ୱର ହୋତାଙ୍କ ପ୍ରାର୍ଥିପତ୍ର କାଏମ
- ବିଜେପିର ମନମୋହନ ସାମଲ , ସୁଜିତ କୁମାରଙ୍କ ପ୍ରାର୍ଥିପତ୍ର କାଏମ
- ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ମଧ୍ୟ ପ୍ରାର୍ଥିପତ୍ର କାଏମ
- ତେଲେଙ୍ଗାନାର କାନ୍ତେ ସାୟାନାଙ୍କ ପ୍ରାର୍ଥିପତ୍ର ନାକଚ




