
- ଓଜନ ମାପରେ ଠକୁଛନ୍ତି ପେଟ୍ରୋଲ ପମ୍ପ ଓ ସୁନା ଦୋକାନୀ
- ପେଟ୍ରୋଲ ପମ୍ପରୁ ଠକେଇ ନେଇ ୩ ବର୍ଷରେ ସାମ୍ନାକୁ ଆସିଛି ୧୦୯ କେସ୍
- ପେଟ୍ରୋଲ ପମ୍ପ୍ରୁ ୧୩ ଲକ୍ଷରୁ ଅଧିକ ଟଙ୍କାର ଆର୍ଥିକ ଜରିମାନା ଆଦାୟ
- ସେହିପରି ଓଜନ ମାପରେ ବି ଠକୁଛନ୍ତି ସୁନା ଦୋକାନୀ
- ୩ ବର୍ଷରେ ୮୦୬୫ ଚଢ଼ାଉରୁ ୧୬ଟି କେସ୍ ସାମ୍ନାକୁ ଆସିଛି
- ଅଢ଼େଇ ଲକ୍ଷରୁ ଅଧିକ ଟଙ୍କାର ଆର୍ଥିକ ଜରିମାନା ଆଦାୟ
- ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଲିଖିତ ଉତ୍ତର




