
-ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ
-ଗୃହରେ ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ
-ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି
-୩୦ ଜିଲ୍ଲା, ଟ୍ୱିନ୍ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ହୋଇଛି
-ଆଉ ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ
-ରାଜ୍ୟ ଓ ଜିଲ୍ଲାସ୍ତରରେ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ
-ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି




