👉ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
‘ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ’
ଏବେ ଡିଜିଟାଲ୍ କ୍ଲାସରୁମ୍ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି: ମନ୍ତ୍ରୀ