
- ଅସନ୍ତୋଷ ଝାଡ଼ିଲେ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍
- ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କଲେ
- ‘ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ ଆଲୋଚନା ହୋଇନି’
- ‘ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା’
- ସମର୍ଥନ ଦେବା ନେଇ ଆମ ସହ ପରାମର୍ଶ କରାଯାଇ ନାହିଁ’
- ‘କଂଗ୍ରେସର ଆଜିର ସ୍ଥିତି କେବଳ ବିଜେଡି ପାଇଁ’
- ‘ବିଜେଡି ସର୍ବଦା ବିଜେପି ସହ ମିଶିକି ରହି ଆସିଛି’ ଆର ପି ନାୟକ@ଜଟଣୀ




