ବସ୍ତା ବିଧାୟିକା ସୁବାସିନୀ ଜେନାଙ୍କ ଘର ଆଗରେ ପ୍ରତିବାଦ ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ଜୋରଦାର ବିରୋଧ BMJD ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ନେତୃତ୍ୱରେ ପ୍ରତିବାଦ