ଫୁଲବାଣୀ ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ମାଓ ନେତା ଶୁକ୍ର ଆତ୍ମସମର୍ପଣ ପରେ ଫୁଲ ଓ ଉତ୍ତରୀୟ ଦେଇ ସ୍ବାଗତ ଶୁକ୍ରୁ ସହ ଆତ୍ମସମର୍ପଣ କରିଥିବା ଅନ୍ୟ ୪ ମାଓବାଦୀଙ୍କୁ ସ୍ବାଗତ ସ୍ବାଗତ କଲେ ଆଣ୍ଟି ନକ୍ସଲ ଅପରେସନ ଏଡିଜି ସଞ୍ଜୀବ ପଣ୍ଡା ଜିଲ୍ଲାର ଅନ୍ୟ ବରିଷ୍ଠ ପୋଲିସ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସ୍ବାଗତ