ରାଜ୍ୟପାଳଙ୍କୁ ଭେଟିଲେ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିବା ପରେ ରାଜ୍ୟପାଳଙ୍କୁ ଭେଟିଛନ୍ତି।