-ପୁରୀ: ବାଙ୍ଗର ଜେଲ୍ରେ ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ-ଦୁଷ୍କର୍ମ ମାମଲାରେ ଜେଲ୍ ଯାଇଥିବା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର-ପୁରୀ ମେଡିକାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି-ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ