’ ଜନଗଣନା ସମୟରେ ଦିଆଯାଇଥିବା ତଥ୍ୟ ସମ୍ପୂର୍ଣ୍ଣ ଗୋପନୀୟ ରହିବ ଏହା ମଧ୍ୟ RTI ଆକ୍ଟ ପରିସରଭୁକ୍ତ ହେବ ନାହିଁ ସୂଚନା ଦେଲେ ଭାରତୀୟ ଜନଗଣନା କମିଶନର ମୃତ୍ୟୁଞ୍ଜୟ କୁମାର ନାରାୟଣନ କୋର୍ଟ ପାଖରେ ମଧ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯିବନି ଅଧିକାରୀ ମଧ୍ୟ ଏହି ତଥ୍ୟକୁ ଅନ୍ୟତ୍ର ବ୍ୟବହାର କରିବା ମନା