
📍ସବୁ ସହରାଞ୍ଚଳ ପାଇଁ PNG ସଂଯୋଗ: ମନ୍ତ୍ରୀ
📍ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ
📍ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା
📍ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ କୁହାଯାଇଛି
📍ସ୍ଥାୟୀ ବାସିନ୍ଦାଙ୍କ ସହ ଭଡ଼ାରେ ରହୁଥିବା ବ୍ୟକ୍ତି ବି PNG ସୁବିଧା ପାଇବେ
📍ଗ୍ରାମାଞ୍ଚଳ ପାଇଁ LPG ସିଲିଣ୍ଡର ଯୋଗାଣ ପୂର୍ବପରି ଜାରି ରହିବ
📍ଗ୍ୟାସ୍ କଳାବଜାରୀ ରୋକିବାକୁ e-KYC ବ୍ୟବସ୍ଥା ଆପଣାଯିବ
📍e-KYC ସରିଗଲେ କେହି ଆଉ କାହା ନାଁରେ ଗ୍ୟାସ୍ ନେଇପାରିବେନି




