-ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ସ୍କୁଲ, କଲେଜ ଛୁଟି ଘୋଷଣା-ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି-ପରେ ପରିସ୍ଥିତି ଦେଖି ଖରାଛୁଟି ନିଷ୍ପତ୍ତି ନେବ ପ୍ରଶାସନ