କାଲିଠୁ ସ୍କୁଲ ଓ ଅଙ୍ଗନୱାର୍ଡ ଛୁଟି। ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ୨୦ରୁ ୨୩ ତାରିଖ ଯାଏ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା। ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ।