ଘଟଣା ସମ୍ପର୍କରେ ଖବର ପାଇବା ପରେ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଜବତ କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବର୍ତ୍ତମାନ ଏହି ହତ୍ୟାକାଣ୍ଡର କାରଣ ଏବଂ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସର ତନାଘନା ଜାରି ରହିଛି।