ବଢ଼ିଲା ବସ୍‌ ଭଡ଼ା

  • ପୁଣି ବସ୍‌ ଭଡ଼ା ବଢ଼ାଇଲେ ରାଜ୍ୟ ସରକାର
  • ଅର୍ଡିନାରୀ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୨ ପଇସା ବଢ଼ିଲା
  • ଅର୍ଡିନାରୀ ବସ୍‌ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି
  • ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୯୪ ପଇସାରୁ ୯୬ ପଇସାକୁ ବୃଦ୍ଧି
  • ଡିଲକ୍ସ ଭଡ଼ା ୧୩୧ ପଇସାରୁ ୧୩୫ ପଇସାକୁ ବୃଦ୍ଧି
  • ଏସି ଡିଲକ୍ସ ଭଡ଼ା ୧୫୯ ପଇସାରୁ ୧୬୩ ପଇସାକୁ ବଢ଼ିଲା
  • ସୁପର ଡିଲକ୍ସ ଭଡ଼ା ୨୪୭ ପଇସାରୁ ୨୫୩ ପଇସାକୁ ବୃଦ୍ଧି

Related posts

Leave a Comment