ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗ

CMଙ୍କକଡ଼ାଆଭିମୁଖ୍ୟ
ପାଠ୍ୟପୁସ୍ତକ ତ୍ରୁଟି ଉପରେ CMଙ୍କ କଡ଼ା ଆଭିମୁଖ୍ୟ
ଉନ୍ନୟନ କମିଶନଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ
୩ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠିତ
୭ ଦିନରେ ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ
ଦୋଷୀଙ୍କ ବିରୁଦ୍ଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ
ତୁରନ୍ତ ତ୍ରୁଟି ସୁଧାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ