କଟକ: ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ। ଅକ୍ଟୋବାର ୮ରେ ଅଦାଲତ ଖୋଲିବ। ଏହି ଛୁଟି ସମୟ ମଧ୍ୟରେ ଜରୁରୀ ମାମଲାର ଶୁଣାଣି ପାଇଁ ତିନିଦିନ ଅର୍ଥାତ୍ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ