• About
  • Advertise
  • Privacy & Policy
  • Contact
Sunday, October 19, 2025
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

ଅଗ୍ନି ଅଭିଯାନ ସଫଳ

OD Times by OD Times
September 29, 2025
in Uncategorized
0
0
SHARES
0
VIEWS
Share on FacebookShare on Twitter

ଅଗ୍ନି ଅଭିଯାନ ସଫଳ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ 14ରୁ 27 ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ତରଫରୁ ସମଗ୍ର ଓଡ଼ିଶାରେ “ଅଗ୍ନି” ଅଭିଯାନ ଆରମ୍ଭ କରାଯାଇଥିଲା।

ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ଏହି ଅଭିଯାନ ଆରମ୍ଭ କରାଯାଇଛି।

ସମଗ୍ର ରାଜ୍ୟରେ ସର୍ବମୋଟ 184 ଟି ମାମଲା ରୁଜୁ ହୋଇଥିବା ବେଳେ, 133 ଜଣଙ୍କୁ ଗିରଫ ଏବଂ 45 ନୋଟିସ ଜାରି କରାଯାଇଛି।ମୋଟ ଆନୁମାନିକ ₹8,24,60,700/- ମୂଲ୍ୟର ସାମଗ୍ରୀ ଜବତ କରାଯାଇଛି।

“ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ ରୋକ ଲାଗି ପାରିଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି ଅପରେସନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି।

ରାଜ୍ୟ ପୋଲିସର ଏହି ପ୍ରୟାସ ପର୍ବ-ପର୍ବାଣୀ ସମୟ ରେ ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତି ସୁରକ୍ଷାକୁ ସୁନିଶ୍ଚିତ କରିଛି।

ଉଲ୍ଲେଖଯୋଗ୍ୟ ଯେ, ଏହି ଅଭିଯାନରେ ସମଗ୍ର ରାଜ୍ୟରେ ଅନୁଗୁଳ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ ଜିଲ୍ଲା ରେ ସର୍ବାଧିକ ପରିମାଣର ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ବୌଦ୍ଧ ଜିଲ୍ଲାରେ ସର୍ବାଧିକ ₹ 5 କୋଟି ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। 10 ଟି ମାମଲା ରୁଜୁ ହୋଇଥିଲା ବେଳେ 5 ଜଣଙ୍କୁ ଗିରଫ ଏବଂ 5 ଜଣଙ୍କୁ ନୋଟିସ ଜାରି କରାଯାଇଛି।

ସେହିପରି ଗଞ୍ଜାମ ଜିଲ୍ଲାରେ ₹ 21,05,000 ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 14 ଟି ମାମଲା ରୁଜୁ ସହ 4 ଜଣଙ୍କୁ ଗିରଫ ଏବଂ 10 ଜଣଙ୍କୁ ନୋଟିସ ଜାରି କରାଯାଇଛି।

ସେହିପରି କେନ୍ଦୁଝର ଜିଲ୍ଲାରେ ₹ 15,16,000/- ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 21 ଟି ମାମଲା ରୁଜୁ ଏବଂ 21 ଜଣଙ୍କୁ ଗିରଫ କରାଯାଇଛି।

ସେହିପରି ଅନୁଗୁଳ ଜିଲ୍ଲାରେ ₹ 1.50/- କୋଟି ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 17 ଟି ମାମଲା ରୁଜୁ ସହ 13 ଜଣଙ୍କୁ ଗିରଫ କରାଯାଇଛି।

Previous Post

ବିଷାକ୍ତ ସାପ କାମୁଡ଼ାରେ ମାଆ ଓ ଝିଅ ମୃତ

Next Post

ଭିଡ଼ ଦେଖି ଯୋଜନା କର

OD Times

OD Times

Next Post

ଭିଡ଼ ଦେଖି ଯୋଜନା କର

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025

ସମୟ ଭିତରେ କାମ ନ ସାରିଲେ କାର୍ଯ୍ୟାନୁଷ୍ଠାନ

August 19, 2025

ବେଆଇନ ବିସ୍ପୋରକ ସାମଗ୍ରୀ ଜବତ

August 19, 2025
The Legend of Zelda: Breath of the Wild gameplay on the Nintendo Switch

The Legend of Zelda: Breath of the Wild gameplay on the Nintendo Switch

0
Shadow Tactics: Blades of the Shogun Review

Shadow Tactics: Blades of the Shogun Review

0
macOS Sierra review: Mac users get a modest update this year

macOS Sierra review: Mac users get a modest update this year

0
Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

*#ଇଞ୍ଜିନିୟରିଂ_ଛାତ୍ରୀଙ୍କୁ_ଅପହରଣ_ପରେ_ଦୁଷ୍କର୍ମ !*

October 19, 2025

ଖସିଲା ପଥର

October 19, 2025

ଟିଉସନରେ ଫୁଟିଲା ଗୁଳି

October 19, 2025

ଅସ୍ତ୍ର ବିରତି ପାଇଁ ସହମତି

October 19, 2025

Recent News

*#ଇଞ୍ଜିନିୟରିଂ_ଛାତ୍ରୀଙ୍କୁ_ଅପହରଣ_ପରେ_ଦୁଷ୍କର୍ମ !*

October 19, 2025

ଖସିଲା ପଥର

October 19, 2025

ଟିଉସନରେ ଫୁଟିଲା ଗୁଳି

October 19, 2025

ଅସ୍ତ୍ର ବିରତି ପାଇଁ ସହମତି

October 19, 2025
OD Times

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

*#ଇଞ୍ଜିନିୟରିଂ_ଛାତ୍ରୀଙ୍କୁ_ଅପହରଣ_ପରେ_ଦୁଷ୍କର୍ମ !*

October 19, 2025

ଖସିଲା ପଥର

October 19, 2025
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.

No Result
View All Result
  • Home
  • ବ୍ୟବସାୟ
  • ରାଜନୀତି
  • ବିଦେଶ
  • Fashion

© 2025 OD Times - Popular News Portal, Design by Kartikdesign.