-ଜଳେଶ୍ୱର: ଜାଲରେ ପଡ଼ିଲା ୧ କୋଟି ଟଙ୍କାର ୯୦ଟି ତେଲିଆ ଭୋଳା ମାଛ-ଦୀଘା ମୁହାଣରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ତେଲିଆ ଭୋଳା ମାଛ-କୋଲକାତାର ଏକ ଫାର୍ମା କମ୍ପାନୀ ଏହି ମାଛକୁ ପ୍ରାୟ ୧ କୋଟିରେ କିଣିଛି-ଏହି ମାଛର ପିତ୍ତ ଓ ଅନ୍ୟାନ୍ୟ ଅଂଶ ଔଷଧ ତିଆରିରେ ବ୍ୟବହାର ହୋଇଥାଏ.