Latest Post

ସଂକଳ୍ପ ସାହିତ୍ୟ ସେବା ଅନୁଷ୍ଠାନ ର କବିତା ଆସର

ଦଶପଲ୍ଲା:ପବିତ୍ର ସ୍ୱାଧୀନତା ଦିବସ ପାଳନ ଅବସରରେ ସଂକଳ୍ପ ସାହିତ୍ୟ ସେବା ଅନୁଷ୍ଠାନ ଦଶପଲ୍ଲା ପକ୍ଷରୁ ସ୍ଥାନୀୟ ରାଧାମୋହନ ଜୀଉ ହାଇସ୍କୁଲ ଠାରେ ଏକ କବିତା ଆସର ଅନୁଷ୍ଠିତ...

ଭାରତର ଗଣତାନ୍ତ୍ରିକ ଯୁବ ଫେଡେ ରେଶନ ର ଜିଲ୍ଲା ସମ୍ମିଳନୀ

ଭାରତର ଗଣତାନ୍ତ୍ରିକ ଯୁବ ଫେଡେ ରେଶନ ର ଜିଲ୍ଲା ସମ୍ମିଳନୀଦଶପଲ୍ଲା:ଭାରତର ଗଣତାନ୍ତ୍ରିକ ଯୁବ ଫେଡେ ରେଶନ ର ଦଶମ ନୟାଗଡ ଜିଲ୍ଲା ସମ୍ମିଳନୀ ଦଶପଲ୍ଲାର ଇଲେଭେନ ଷ୍ଟାର...

ଦିଲ୍ଲୀକୁ ୧୧ ହଜାର କୋଟିର ଭେଟି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ଦିଲ୍ଲୀକୁ ୧୧ ହଜାର କୋଟିର ଭେଟି ଦେଲେ ପ୍ରଧାନମନ୍ତ୍ରୀ। ଦୁଇଟି ବଡ଼ ନ୍ୟାସନାଲ ହାଇୱେ ପ୍ରୋଜେକ୍ଟର ଉଦଘାଟନ।ରୋହିଣୀରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ଦିଲ୍ଲୀକୁ ମିଳିଲା...

ସି.ପି ରାଧାକ୍ରିଷ୍ଣନ ହେଲେ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ:ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ। ସି.ପି ରାଧାକ୍ରିଷ୍ଣନ ହେଲେ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ । ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ମହାରାଷ୍ଟ୍ର...

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର:ନବୀନ ପଟ୍ଟନାୟକ ଅସୁସ୍ଥବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସାମାନ୍ୟ ଅସୁସ୍ଥ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ।ଡିହାଇଡ୍ରେସନ କାରଣରୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ନବୀନନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା...

ମାକୁ ବଳତ୍କାର କଲା ପୁଅ

ନୂଆଦିଲୀ:ସେଣ୍ଟରାଲ ଦିଲ୍ଲୀର ହୌଜ କାଜୀ ଅଞ୍ଚଳରେ ଜଣେ ୩୯ ବର୍ଷୀୟ ଯୁବକ ନିଜ ମା’ଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।ଅଭିଯୋଗ ଅନୁଯାୟୀ, ମହିଳା ତାଙ୍କ ସ୍ୱାମୀ ଓ...

ପୁଣି ପ୍ରକାଶ ପାଇବ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବିଜ୍ଞପ୍ତି

ଭୁବନେଶ୍ୱର:ପୁଣି ପ୍ରକାଶ ପାଇବ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବିଜ୍ଞପ୍ତି । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।ଆସନ୍ତା ୩୧ ତାରିଖରେ ହେବାକୁ ଥିଲା ପରୀକ୍ଷା।...

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ରଣପୁର:ନୟାଗଡ଼ ଜିଲ୍ଲା ରଣପୁର ଅବକାରୀ ଥାନା ହାଜତ ଭିତରେ ପୁଅ ଓ ଦୃଷ୍ଟିହୀନ ବାପା ଙ୍କୁ ମାଡମରା ସହିତ ଅଭିଯୁକ୍ତଙ୍କୁ ନିର୍ଯାତନା ଘଟଣାରେ ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ...

ଛତ୍ରପୁର ଥାନାଧିକାରୀ ନିଲମ୍ବିତ

ଛତ୍ରପୁର: ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା ରାଜ୍ୟ ପୁଲିସ ମହାନିର୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ନିଲମ୍ବିତ କରିଛନ୍ତି। ନିଲମ୍ବନ ସମୟରେ ବ୍ରହ୍ମପୁର ଆଇଜି...

Page 84 of 91 1 83 84 85 91

Recommended

Most Popular

କଙ୍କାଳ ବୁହା ଘଟଣାରେ ଫିଟୁଛି ଗୁମର କଙ୍କାଳ ବୁହା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଉତ୍ତରାଞ୍ଚଳ ଆର୍‌ଡିସି ପ୍ରାଥମିକ ଅନୁସନ୍ଧାନ କରିବା ପରେ ଧୀରେ ଧୀରେ ଗୁମର ଫିଟୁଛି। ବ୍ୟବସ୍ଥାର ବିଫଳତା ପଦାରେ ପଦୁଛି। ଘଟଣା ପଛରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ମୁଖ୍ୟ କାରଣ ବୋଲି ଆର୍‌ଡିସି କହିଥିବା ବେଳେ, ମୃତ୍ୟୁ ପ୍ରମାଣପତ୍ର ମିଳିବାରେ ବିଳମ୍ୱ ଏବଂ ପୁଲିସର ସମ୍ୱେଦନହୀନତା ଆଡ଼କୁ ବି ଆଙ୍ଗୁଳି ଉଠିଛି ।କେନ୍ଦୁଝର ଜିଲ୍ଲା ପାଟଣାରେ ଜିତୁ ମୁଣ୍ଡାଙ୍କ ଗାଁକୁ ଯାଇ ଭେଟିଛନ୍ତି ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ । ଅକଥନୀୟ ଯାତନାର କାହାଣୀ ଗୋଟି ଗୋଟି କରି ବଖାଣିଛନ୍ତି ଜିତୁ । ମଲ୍ଲୀପସି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଶାଖାରେ ବି ତନାଘନା କରିଛନ୍ତି ଆର୍‌ଡିସି । ପ୍ରାୟ ଘଣ୍ଟାଏ କାଳର ସିସିଟିଭି ଫୁଟେଜ ଯାଞ୍ଚ ହୋଇଛି । ପ୍ରାଥମିକ ତଦନ୍ତ ପରେ ସେ ସଫା ସଫା କହିଛନ୍ତି- ଘଟଣା ପାଇଁ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ଦାୟୀ । ଘଟଣା ଦିନ ୪୦ ମିନିଟ୍ ଭିତରେ ବ୍ୟାଙ୍କରେ ୪ ଥର ଏ କାଉଣ୍ଟରରୁ ସେ କାଉଣ୍ଟର, କ୍ୟାସିୟର ଠୁ ବ୍ୟାଙ୍କ ମ୍ୟାନେଜର ପର୍ଯ୍ୟନ୍ତ ହୋଇଛନ୍ତି। ସମସ୍ତଙ୍କ ନିକଟରେ ଗୁହାରି କରିଥିଲେ ଭଉଣୀ ରଖିଥିବା ଟଙ୍କା ଉଠାଇବା ପାଇଁ । ତେବେ ସିସିଟିଭି ଫୁଟେଜରେ ଅଡିଓ ନଥିବାରୁ କ’ଣ ଯୁକ୍ତିତର୍କ ହେଲା ଜଣାପଡ଼ିନି ।ପୂର୍ବରୁ ବ୍ୟାଙ୍କ କର୍ତ୍ତୃପକ୍ଷ ଜିତୁଙ୍କୁ ପ୍ରଥମ ଥର ଦେଖିଲେ ବୋଲି କହିଥିବା ବେଳେ, ଆର୍‌ଡିସି କହିଛନ୍ତି- ପୂର୍ବରୁ ୮ ଥର ଜିତୁ ଓ ତାଙ୍କ ଭଉଣୀ କାର୍ଲା ମୁଣ୍ଡା ବ୍ୟାଙ୍କକୁ ଆସି ଟଙ୍କା ଉଠାଇଛନ୍ତି । ଶେଷ ଥର ଗତବର୍ଷ ଡିସେମ୍ୱର ୨୬ରେ ବି ଏକାଠି ଆସି ୫ଶହ ଟଙ୍କା ଉଠାଇଥିଲେ । ବ୍ୟାଙ୍କ କର୍ମଚାରୀମାନେ ଜିତୁ ଓ କାର୍ଲାଙ୍କୁ ଭଲଭାବେ ଜାଣିଛନ୍ତି । ପାଟଣା ସ୍ୱାସ୍ଥ୍ୟକେନ୍ଦ୍ର ଓ ପୁଲିସର ଭୂମିକା ବି ସନ୍ଦେହ ଘେରରେ । କାର୍ଲା ମୁଣ୍ଡା ଅସୁସ୍ଥ ହୋଇ ପାଟଣା ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଣ ହରାଇଥିଲେ । ଫେବୃଆରୀରେ ମୃତ୍ୟୁ ପଞ୍ଜୀକରଣ ସତ୍ତ୍ୱେ, ୩ ମାସ ହେଲା କାହିଁକି ଦିଆଯାଇନାହିଁ ମୃତ୍ୟୁ ପ୍ରମାଣପତ୍ର ? ଘଟଣା ଦିନ ଜିତୁ ଭଉଣୀଙ୍କ କଙ୍କାଳ କାନ୍ଧରେ ପକାଇ ଡହଡହ ଖରାରେ ଚାଲି ଚାଲି ବ୍ୟାଙ୍କରେ ପହଞ୍ଚିବା ପରେ ପୁଲିସ ପହଞ୍ଚିଥିଲା । ଆଉ ବୁଝାସୁଝା ପରେ ସେଠାରୁ ଦିନ ପ୍ରାୟ ୨ଟା ବେଳେ ପୁଣି ମୃତଦେହକୁ ବୋହି ଖରାରେ ଚାଲି ଚାଲି ଫେରିଲେ । ପ୍ରଶ୍ନ ଉଠୁଛି- ପୁଲିସ କାହିଁକି ଗାଡ଼ିରେ ମୃତଦେହ ନେଲା ନାହିଁ ? ମାନବିକତା ଭୁଲିଗଲା କି ପୁଲିସ ? ଏ ସମସ୍ତ ଦିଗରେ ତଦନ୍ତ ହେବ ବୋଲି କହିଛନ୍ତି ଆର୍‌ଡିସି ।ସେପଟେ ଜିତୁଙ୍କୁ ଭେଟି ଘଟଣାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିଛି କଂଗ୍ରେସ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ।କଂଗ୍ରେସର ସ୍ୱତନ୍ତ୍ର ଦଳ ମଧ୍ୟ ଜିତୁ ମୁଣ୍ଡାଙ୍କୁ ଗାଁରେ ଯାଇ ଭେଟିଛି । ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନା ପ୍ରମୁଖ ଜିତୁଙ୍କୁ ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି । ବ୍ୟାଙ୍କରେ ବି ସତ ପରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ।